ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କଲେ ସୋନିଆ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧି । କହିଛନ୍ତି ଆଜି ସରକାର ଏକ ଅଭିଯାନ ଅଧୀନରେ ସାମ୍ବିଧାନିକ ଅନୁଷ୍ଠାନଗୁଡିକର ଅପବ୍ୟବହାର କରୁଛନ୍ତି ।

ମନେ ରଖିବାକୁ ହେବ ଯେ ଏକ ସମ୍ବିଧାନର ସଫଳତା ସେହିମାନଙ୍କ ଆଚରଣ ଉପରେ ନିର୍ଭର କରେ ଯେଉଁମାନଙ୍କୁ ଶାସନ ଦାୟିତ୍ୱ ଦିଆଯାଇଛି। ଆଜି ସରକାର ସାମ୍ବିଧାନିକ ଅନୁଷ୍ଠାନଗୁଡିକର ଅପବ୍ୟବହାର କରୁଛନ୍ତି ଏବଂ ଏହାକୁ ନଷ୍ଟ କରୁଛନ୍ତି। ଯାହାପାଇଁ ସ୍ୱାଧୀନତା, ସମାନତା, ଭ୍ରାତୃଭାବ ଏବଂ ନ୍ୟାୟର ମୂଳଦୁଆ କ୍ଷୁର୍ଣ୍ଣ ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ