Masthead

ପ୍ରଚାର କରିବେ ସୋନିଆ

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ): ପ୍ରଚାର କରିବେ ସୋନିଆ । କିଛି ଦିନ ପୂର୍ବରୁ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ଅସୁସ୍ଥ ଥିଲେ । ସ୍ୱାସ୍ଥ୍ୟଗତ କାରଣରୁ ନିର୍ବାଚନ ପ୍ରଚାରରୁ ଦୂରେଇ ରହିଥôଲେ । ତେବେ ଶନିବାର କର୍ଣ୍ଣାଟକର ହୁବ୍ବାଲିରେ ଏକ ସାଧାରଣ ସଭାରେ ଉଦବୋଧନ ଦେବେ ବୋଲି ସୂଚନା ରହିଛି ।

କର୍ଣ୍ଣାଟକରେ ଏହା ସୋନିଆଙ୍କ ପ୍ରଥମ ନିର୍ବାଚନୀ ସଭା ହେବ। ସେପଟେ କର୍ଣ୍ଣାଟକରେ ୧୦ରେ ଭୋଟ ଗ୍ରହଣ ହେବାକୁ ଥିବାବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଜୋରଦାର ପ୍ରଚାର ଚଳାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା