Masthead

ପ୍ରଚାର କରିବେ ସୋନିଆ

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ): ପ୍ରଚାର କରିବେ ସୋନିଆ । କିଛି ଦିନ ପୂର୍ବରୁ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ଅସୁସ୍ଥ ଥିଲେ । ସ୍ୱାସ୍ଥ୍ୟଗତ କାରଣରୁ ନିର୍ବାଚନ ପ୍ରଚାରରୁ ଦୂରେଇ ରହିଥôଲେ । ତେବେ ଶନିବାର କର୍ଣ୍ଣାଟକର ହୁବ୍ବାଲିରେ ଏକ ସାଧାରଣ ସଭାରେ ଉଦବୋଧନ ଦେବେ ବୋଲି ସୂଚନା ରହିଛି ।

କର୍ଣ୍ଣାଟକରେ ଏହା ସୋନିଆଙ୍କ ପ୍ରଥମ ନିର୍ବାଚନୀ ସଭା ହେବ। ସେପଟେ କର୍ଣ୍ଣାଟକରେ ୧୦ରେ ଭୋଟ ଗ୍ରହଣ ହେବାକୁ ଥିବାବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଜୋରଦାର ପ୍ରଚାର ଚଳାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା