Masthead

ହରିୟାଣାରେ ଇଡିର ବଡ଼ ଆକ୍ସନ, ଗିରଫ ହେଲେ କଂଗ୍ରେସ ବିଧାୟକ ସୁରେନ୍ଦ୍ର ପାନୱାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହରିୟାଣାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଯାଞ୍ଚ ଏଜେନ୍ସି ଶନିବାର ଦିନ ସୋନିପତରରୁ କଂଗ୍ରେସ ବିଧାୟକ ସୁରେନ୍ଦ୍ର ପାନୱାରଙ୍କୁ ଗିରଫ କରିଛନ୍ତି । ସୂଚନାନୁସାରେ, ବେଆଇନ ଖଣି ମାମଲାରେ ପାନୱାରଙ୍କୁ ଇଡି ଗିରଫ କରିଥିବା ଜଣାପଡିଛି।

ନିକଟରେ ବେଆଇନ ଖଣି ସମ୍ପର୍କିତ ଏକ ମାମଲାରେ ଇଡି ଟିମ ଯମୁନାନଗରର ବିଧାୟକ ସୁରେନ୍ଦ୍ର ପାନୱାର ଏବଂ ପୂର୍ବତନ ବିଧାୟକ ଦିଲବାଗ ସିଂଙ୍କ ଘରେ ଚଢାଉ କରିଥିଲା। ସେଠାରୁ ଇଡି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରମାଣ ପାଇଥିଲା।ଯାହା ପରେ ଏବେ ସୁରେନ୍ଦ୍ର ପାନୱାରଙ୍କୁ ବର୍ତ୍ତମାନ ଗିରଫ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ