Masthead

ହରିୟାଣାରେ ଇଡିର ବଡ଼ ଆକ୍ସନ, ଗିରଫ ହେଲେ କଂଗ୍ରେସ ବିଧାୟକ ସୁରେନ୍ଦ୍ର ପାନୱାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହରିୟାଣାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଯାଞ୍ଚ ଏଜେନ୍ସି ଶନିବାର ଦିନ ସୋନିପତରରୁ କଂଗ୍ରେସ ବିଧାୟକ ସୁରେନ୍ଦ୍ର ପାନୱାରଙ୍କୁ ଗିରଫ କରିଛନ୍ତି । ସୂଚନାନୁସାରେ, ବେଆଇନ ଖଣି ମାମଲାରେ ପାନୱାରଙ୍କୁ ଇଡି ଗିରଫ କରିଥିବା ଜଣାପଡିଛି।

ନିକଟରେ ବେଆଇନ ଖଣି ସମ୍ପର୍କିତ ଏକ ମାମଲାରେ ଇଡି ଟିମ ଯମୁନାନଗରର ବିଧାୟକ ସୁରେନ୍ଦ୍ର ପାନୱାର ଏବଂ ପୂର୍ବତନ ବିଧାୟକ ଦିଲବାଗ ସିଂଙ୍କ ଘରେ ଚଢାଉ କରିଥିଲା। ସେଠାରୁ ଇଡି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରମାଣ ପାଇଥିଲା।ଯାହା ପରେ ଏବେ ସୁରେନ୍ଦ୍ର ପାନୱାରଙ୍କୁ ବର୍ତ୍ତମାନ ଗିରଫ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ