Masthead

ଜଙ୍ଗଲ ଜମି ବେଆଇନ ଜବରଦଖଲ, ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ମହିଳା

ସୋନପୁର (ବଡ଼ ଖବର ବ୍ୟୁରୋ): ଜଙ୍ଗଲ ଜମିକୁ ବେଆଇନ ଜବରଦଖଲ ପ୍ରତିବାଦରେ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ମହିଳା ଗୋଷ୍ଠୀ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବିଶାଳପାଳିର ଜଙ୍ଗଲ ଜମି ସହିତ ଗାଁ ରାସ୍ତାକୁ ପଡୋଶୀ ଗାଁ ଭାଲୁଡ଼ୁଙ୍ଗୁରୀର କିଛି ଅସାଧୁ ଲୋକ ଜୋର ଜବରଦସ୍ତି ଅକ୍ତିଆର କରି ଚାଷ କରୁଛନ୍ତି ।

ଏନେଇ ବିଶାଳପାଳି ଗ୍ରାମବାସୀ ଦୀର୍ଘ ଦିନ ହେବ ପ୍ରଶାସନ ପାଖରେ ଗୁହାରି କରି ଆସୁଛନ୍ତି । ଜବର ଦଖଲ ହଟାଇବା ପାଇଁ ଦାବି କରି ଆସୁଛନ୍ତି । କିଛି ଦିନ ଆଗରୁ ସେହି ସ୍ଥାନରେ ୧୪୪ ଧାରା ମଧ୍ୟ ଲାଗୁ କରିଥିଲା ପ୍ରଶାସନ । ତା ସତ୍ବେ ସେହି ଅସାଧୁ ଲୋକ ମାନେ ପୁଣି ସେହି ଜମିକୁ ଚାଷ କରୁଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ । ଆଜି ପୁଣି ଉପଜିଲ୍ଲାପାଳଙ୍କୁ ଦାବିପତ୍ର ଦେବା ସହିତ ସମସ୍ୟାର ସମାଧାନ ନହେଲେ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ