Masthead

ଜଙ୍ଗଲ ଜମି ବେଆଇନ ଜବରଦଖଲ, ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ମହିଳା

ସୋନପୁର (ବଡ଼ ଖବର ବ୍ୟୁରୋ): ଜଙ୍ଗଲ ଜମିକୁ ବେଆଇନ ଜବରଦଖଲ ପ୍ରତିବାଦରେ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ମହିଳା ଗୋଷ୍ଠୀ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବିଶାଳପାଳିର ଜଙ୍ଗଲ ଜମି ସହିତ ଗାଁ ରାସ୍ତାକୁ ପଡୋଶୀ ଗାଁ ଭାଲୁଡ଼ୁଙ୍ଗୁରୀର କିଛି ଅସାଧୁ ଲୋକ ଜୋର ଜବରଦସ୍ତି ଅକ୍ତିଆର କରି ଚାଷ କରୁଛନ୍ତି ।

ଏନେଇ ବିଶାଳପାଳି ଗ୍ରାମବାସୀ ଦୀର୍ଘ ଦିନ ହେବ ପ୍ରଶାସନ ପାଖରେ ଗୁହାରି କରି ଆସୁଛନ୍ତି । ଜବର ଦଖଲ ହଟାଇବା ପାଇଁ ଦାବି କରି ଆସୁଛନ୍ତି । କିଛି ଦିନ ଆଗରୁ ସେହି ସ୍ଥାନରେ ୧୪୪ ଧାରା ମଧ୍ୟ ଲାଗୁ କରିଥିଲା ପ୍ରଶାସନ । ତା ସତ୍ବେ ସେହି ଅସାଧୁ ଲୋକ ମାନେ ପୁଣି ସେହି ଜମିକୁ ଚାଷ କରୁଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ । ଆଜି ପୁଣି ଉପଜିଲ୍ଲାପାଳଙ୍କୁ ଦାବିପତ୍ର ଦେବା ସହିତ ସମସ୍ୟାର ସମାଧାନ ନହେଲେ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା