Masthead

ସଫେଇ କର୍ମଚାରୀଙ୍କ ଆନ୍ଦୋଳନ

ସୋନପୁର (ବଡ଼ ଖବର ବ୍ୟୁରୋ): ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟଚିକିତ୍ସାଳୟର ସଫେଇ କର୍ମଚାରୀଙ୍କ ଆନ୍ଦୋଳନ । ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ କାର୍ଯ୍ୟରତ ଶହଶହ ସଫେଇ କର୍ମଚାରୀ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଦୀର୍ଘ ଦୁଇ ମାସ କାମ କରିବା ପରେ ମଧ୍ୟ ଠିକା ସଂସ୍ଥା ଦରମା ଦେଇନଥିବା ଅଭିଯୋଗ କରିଛନ୍ତି ଏହି କର୍ମଚାରୀମାନେ ।

ଦରମାକୁ ନେଇ ସଫେଇ କର୍ମଚାରୀ ମାନେ ବିଗତ ଦିନରେ ସିଡିଏମଓ, ଡିପିଏମ୍ ଓ ଚିକିତ୍ସାଳୟର ମେନେଜରକୁ ଅଭିଯୋଗ କରିଥିଲେ ମଧ୍ୟ କିଛି ସୁଫଳ ନମିଳିବାରୁ ଆଜି ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି ।ଏବେ ଏହି ସଫେଇ କର୍ମଚାରୀମାନଙ୍କ ପରିବାର ପ୍ରତିପୋଷଣ କରିବା କଷ୍ଟକର ହୋଇଯାଇଥିବାରୁ ଆଜି ଜିଲ୍ଲାପାଳଙ୍କୁ ଅଭିଯୋଗ କରିଛନ୍ତି । ଆଗାମୀ ଦିନରେ ଶୀଘ୍ର ବାକିଆ ଦରମା ନଦେଲେ ଆନ୍ଦୋଳନ ତୀବ୍ରତର ହେବ ବୋଲି ଚେତାବନୀ ଦେଇଛନ୍ତି ଆନ୍ଦୋଳନକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା