Masthead

ସୋନୁ ଖୋଲିଲେ ଟେଲର ଦୋକାନ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ପୁଣି ଭାଇରାଲ ହେଲେ ସୋନୁ ସୁଦ । ସୋସିଆଲ ମିଡିଆରେ ତାଙ୍କର ଆଉ ଏକ ଭିଡିଓ ଭାଇରାଲ ହୋଇଛି । ଏହି ଭିଡିଓରେ ସେ ଟେଲର ମେସିନ ଚଲାଉଥିବାର ଦେଖିବାକୁ ମିଳିଛି । ଏହି ଭିିଡିଓକୁ ସେ ନିଜ ଟ୍ୱିଟର ଆକାଉଣ୍ଟରେ ପୋଷ୍ଟ କରିଥିଲେ । ଏଥିରେ ସେ କ୍ୟାପସନ ଦେଇଛନ୍ତି, ‘ ସୋନୁ ସୁଦ ଟେଲର ଦୋକାନ , ଏଠାରେ ମାଗଣାରେ ସିଲେଇ କରାଯାଏ ।’ । ଏହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

ପୂର୍ବରୁୂ ମଧ୍ୟ ସୋସିଆଲ ମିଡିଆରେ ସୋନୁ ସୁଦ ନିଜ କାର୍ଯ୍ୟକଳାପକୁ ନେଇ ରୁହନ୍ତି ସର୍ବଦା ଚର୍ଚ୍ଚାରେ । କରୋନା ସମୟରେ ଲୋକଙ୍କୁ ତାଙ୍କ ଘରକୁ ଫେରିବା ପାଇଁ ଅନେକ ସାହାର୍ଯ୍ୟ କରୁଥିଲେ । ଯାହାଦ୍ୱାରା ଲୋକମାନେ ତାଙ୍କୁ ଧନ୍ୟବାଦ ଦେଇଥିଲେ । ଏଥିପାଇଁ ସେ ଅନେକ ସମୟରେ ସମ୍ମାନିତ ମଧ୍ୟ ହୋଇଛନ୍ତି । କିଛି ଲୋକ ତାଙ୍କୁ ଭଗବାନ ରୁପେ ମାନି ମନ୍ଦିରରେ ମୂର୍ତ୍ତି ତିଆରି କରିଥିଲେ । ତାଙ୍କୁ ପୁଜା କରୁଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ