Masthead

ମାଙ୍କଡ଼ର ଶବ ସତ୍କାର

ସୋର (ବଡ଼ ଖବର ବ୍ୟୁରୋ): ମାଆ ମାଙ୍କଡର ଶବ ପାଖରେ ବସି ବିକଳ ହୋଇ ମାଆକୁ ଝୁରୁଛି ଛୁଆ ମାଙ୍କଡ । ସିମୁଳିଆ ଥାନା ରୂପେୟା ଗାଁରେ ବିଦ୍ୟୁତ୍ ଆଘାତ ଲାଗି ମାଙ୍କଡଟିର ମୃତ୍ୟୁ ହୋଇଛି । ମାଆ ଶବ ପାଖେ ବସି ଛୁଆ ମାଙ୍କଡ ବିକଳ ହେଉଥିବା ଦେଖି ସ୍ଥାନୀୟ ଲୋକେ ଛୁଆକୁ କୋଳାଇ ନେଇ ମାଆ ମାଙ୍କଡର ଶବ ସତ୍କାର କରିଥିଲେ । ଗ୍ରାମବାସୀ ମାଙ୍କଡର ଯଥାବିଧି ଶେଷକୃତ୍ୟ ସମ୍ପନ୍ନ କରିଛନ୍ତି । ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା