ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ

ସୋରୋ (ବଡ଼ ଖବର ବ୍ୟୁରୋ): ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଆଦିରୁପା ପେଟ୍ରୋଲ ପମ୍ପ ନିକଟରେ ଟ୍ରକ ସହ ତୀର୍ଥଯାତ୍ରୀ ବସ ଦୁର୍ଘଟଣା । ୧୫ରୁ ଅଧିକ ଯାତ୍ରୀ ଆହତ ହେବା ସହିତ ଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ଅନୁସାରେ ତାମିଲନାଡୁରୁ ଏକ ତୀର୍ଥଯାତ୍ରୀ ବସ ୫୦ରୁ ଅଧିକ ଲୋକଙ୍କ ନେଇ ଆସୁଥିବା ବେଳେ ଆଜି ସକାଳେ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବିଦୁ ଛକ ଆଦିରୁପା ପେଟ୍ରୋଲ ପମ୍ପ ନିକଟରେ ରାସ୍ତା ପାର୍ଶ୍ୱରେ ଡିଭାଇଡର ଧକ୍କା ଦେଇଥିଲା। ଫଳରେ ବସରେ ଥିବା ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଛି । ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ଅନନ୍ତପୁର ପୁଲିସ ଓ ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ସୋର ଡ଼ାକ୍ତରଖାନାରେ ଭର୍ତି କରିଥିବା ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!