Masthead

ଜେସିବି ଲଗାଇ ଏଟିଏମ ତାଡିନେଲେ ଦୁର୍ବୃତ୍ତ

ସୋର(ବଡ଼ ଖବର ବ୍ୟୁରୋ): ଜେସିବି ଲଗାଇ ଏଟିଏମ ତାଡିନେଲେ ଦୁର୍ବୃତ୍ତ । ଏଟିଏମରେ ୨୬ ଲକ୍ଷ ରୁ ଉଦ୍ଧ୍ୱର୍ ଟଙ୍କା ଥିବା ସୂଚନା । ବାହାନଗା ବଜାରରେ ଥିବା ଷ୍ଟେଟ ବ୍ୟାଙ୍କ ଏଟିଏମକୁ ଜେସିବିରେ ତାଡି ଉଠାଇନେଲେ ଦୁର୍ବୃତ୍ତ। ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଏଭଳି କାଣ୍ଡ ଘଟାଇବା ପରେ ଏଟିଏମ ଘର ଡୋର ବନ୍ଦ କରିଦେଇଥିଲେ। ଫଳରେ ବାହାରକୁ କିଛି ଜଣାପଡୁନଥିବା ବେଳେ ଆଜି ସକାଳେ ସ୍ଥାନୀୟ ଲୋକେ ଏ ବାବଦରେ ଜାଣିବା ପରେ ସୋର ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଏଟିଏମରୁ ୨୬ ଲକ୍ଷରୁ ଉଦ୍ଧ୍ୱର୍ ଟଙ୍କା ଲୁଟ ହୋଇଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା