Masthead

ଅଗ୍ନିକାଣ୍ଡରେ ପୋଡିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ସୋରୋ (ବଡ଼ ଖବର ବ୍ୟୁରୋ):ଅଗ୍ନିକାଣ୍ଡରେ ଜଳିଗଲା ୩ବଖରା ଘର । ଖଇରା ବ୍ଳକ ଅନ୍ତରା ପଞ୍ଚାୟତ ପାଟୁଳି ସାହିରେ ଅଗ୍ନିକାଣ୍ଡ ଘଟି ୩ ବଖରା ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି । ଏହି ସାହିର ଭାଗିରଥିଜେନାଙ୍କ ପୁଅ ସୁବାଷ ରୋଷେଇ କରୁଥିବା ବେଳେ ଅସାବଧାନତା ଯୋଗୁଁ ହଠାତ ନିଆଁ ଲାଗିଯାଇଥିଲା । ଅଗ୍ନିକାଣ୍ଡ ଖବର ପାଇ ଅଡା ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।

ଅଗ୍ନିକାଣ୍ଡ ଯୋଗୁଁ ଘରେ ଥିବା ୩ ହଜାର ଟଙ୍କା, ୮କୁଇଣ୍ଟାଲ ଧାନ, ଚାଉଳ ୨କୁଇଣ୍ଟାଲ ବାସନକୁସନ , ଲୁଗାପଟା ପୋଡି ପାଉଁଶ ହୋଇଯାଇଛି । ପାଖାପାଖି ୧ ଲକ୍ଷ ଟଙ୍କାର ସମ୍ପତ୍ତି ପୋଡ଼ି ଯାଇଥିବାର ଜଣାପଡିଛି । ଭାଗିରଥିଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ