Masthead

ଚାହାପତି ଭାବି ପିଇଗଲେ ବଗମରା ଔଷଧ

ସୋର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲାରେ ଦେଖିବାକୁ ମିଳିଛି ଅଭାବନୀୟ ଦୃଶ୍ୟ । ଚାହାପତି ଭାବି ବଗମରା ଔଷଧକୁ ବ୍ୟବହାର କରି ଗୋଟିଏ ପରିବାରର ୫ଜଣ ଗୁରୁତର ଅସୁସ୍ଥ ହୋଇଛନ୍ତି । ଔପଦା ଥାନା ଦୁର୍ଗାପୁର ନୁଆହାଟ ଦୁର୍ଗାପୁର ନୁଆହାଟ ଅଞ୍ଚଳର ବନମାଳି ସିଂଙ୍କୁ ମିଶାଇ ତାଙ୍କ ପରିବାରର ୫ଜଣ ଅସୁସ୍ଥ ହୋଇଛନ୍ତି । ଅସୁସ୍ଥମାନେ ହେଲେ ସବିନ , ପେଟୁ, ଦୁଇଶିଶୁ ରମା ଓ ଟୁବୁ । ସେମାନଙ୍କୁ ସୋର ମେଡିକାଲରେ ଭର୍ତ୍ତି କରାଯାଇଛି । ପଡୋଶୀମାନେ ସେମାନଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସକୁ ଖବର ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ଅନ୍ଧବିଶ୍ୱାସ ପାଇଁ ଗାଁ ଛାଡ଼ିଲେ ପରିବାର 🔴 ରାକ୍ଷୀ ପୂର୍ଣ୍ଣିମାରେ ବାଣିଜ୍ୟ ଓ ପରିବହନ ବିଭାଗର ଅଭିନବ ପ୍ରୟାସ 🔴 ଜମିବାଡ଼ି ପାଇଁ ମାଆର ଜୀବନ ନେଲା ପୁଅ 🔴 ୧୩ ରେ ଲଘୁଚାପ ! 🔴 ପୁଣି ଆସୁଛି ଲଘୁଚାପ ! 🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ଅନ୍ଧବିଶ୍ୱାସ ପାଇଁ ଗାଁ ଛାଡ଼ିଲେ ପରିବାର 🔴 ରାକ୍ଷୀ ପୂର୍ଣ୍ଣିମାରେ ବାଣିଜ୍ୟ ଓ ପରିବହନ ବିଭାଗର ଅଭିନବ ପ୍ରୟାସ 🔴 ଜମିବାଡ଼ି ପାଇଁ ମାଆର ଜୀବନ ନେଲା ପୁଅ 🔴 ୧୩ ରେ ଲଘୁଚାପ ! 🔴 ପୁଣି ଆସୁଛି ଲଘୁଚାପ !