‘ଏଥର ସୋରରେ ନିଶ୍ଚୟ ପରିବର୍ତ୍ତନ ହେବ’

ବାହାନଗା (ବଡ଼ ଖବର ବ୍ୟୁରୋ): ସୋର ନିର୍ବାଚନମଣ୍ଡଳିରେ କଂଗ୍ରେସର ଜୋରଦାର ପ୍ରଚାର । ବାହାନଗା ବ୍ଲକର ସାହସପୁରା ପଞ୍ଚାୟତରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ସୁବ୍ରତ କୁମାର ଧଡ଼ା ନିଜ ସମର୍ଥକଙ୍କ ସହ ଏକ ବାଇକ ରାଲିରେ ବାହାରି ପ୍ରଚାର କରିଛନ୍ତି । ସୋର ଏବଂ ବାହାନଗା ବ୍ଲକର ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ସହ ଏବେବି ଲୋକମାନଙ୍କୁ ମୌଳିକ ସୁବିଧା ଯୋଗାଇ ଦେଇ ପାରିନାହାନ୍ତି ୨୫ ବର୍ଷର ବିଜେଡି ସରକାର । ରାଜ୍ୟର ବିଜେଡି ସରକାର ଉପରେ ବର୍ଷିବା ସହ ଏଥର ସୋରରେ ଏକ ପରିବର୍ତନ ହେବ ଓ କଂଗ୍ରେସ ବିଜୟଲାଭ କରିବ ବୋଲି କହିଛନ୍ତି ସୁବ୍ରତ କୁମାର ଧଡ଼ା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’