Masthead

ଅନୁଭବଙ୍କ ଟାର୍ଗେଟରେ ସୌମ୍ୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖଣ୍ଡପଡ଼ାର ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ ବର୍ତ୍ତମାନର ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ କରିଛନ୍ତି ଟାର୍ଗେଟ । ଅନୁଭବ ଟ୍ୱିଟ କରିଛନ୍ତି ୧୯୯୮-୨୦୦୪ରେ ଲୋକସଭା ୨୦୦୯-୨୦୧୪ରେ ବିଧାନସଭା ନିର୍ବାଚନ ହାରିବା ପରେ ବିଜେଡି ଟିକେଟ ନେଇ ବିଧାୟକ ହେଲେ ।

ନିଜର ଫାଇଦା ଉଠାଇବା ପରେ ୪ ବର୍ଷ ହେଲା ଖଣ୍ଡପଡ଼ା ଜନସାଧାରଣ କଣ ସ୍ୱାର୍ଥ ସାଧନ କରିଛନ୍ତି । ଅଧିକ ସ୍ୱାର୍ଥ ପାଇଁ ବାବୁ ଏବେ ଅନ୍ୟ କାନ୍ଧରେ ବନ୍ଧୁକ ଫୁଟାଇବାକୁ ଚେଷ୍ଟା କରୁଛନ୍ତି । ଅନୁଭବଙ୍କ ଏହି ଟ୍ବିଟର ଜବାବ ଦେଇଛନ୍ତି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ । ସେ କହିଛନ୍ତି ଯିଏ ଯାହା କହୁଛନ୍ତି ଭଗବାନ ତାଙ୍କ ମଙ୍ଗଳ କରନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ