Masthead

ସୌମ୍ୟ ଯାହା କହିଛନ୍ତି ସମ୍ପୂର୍ଣ୍ଣ ଠିକ୍: ଜୟଦେବ ଜେନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ମନ୍ତବ୍ୟ ଉପରେ ପ୍ରତିକି୍ରୟା ରଖିଛନ୍ତି ପୂର୍ବତନ ପିସିସି ସଭାପତି ଜୟଦେବ ଜେନା । କହିଛନ୍ତି, ସୌମ୍ୟବାବୁ ନିଜେ ଜଣେ ଦକ୍ଷ ମଣିଷ । ସେ ଯାହା ଚିନ୍ତା କରିଛନ୍ତି ତାହା ସମ୍ପୂର୍ଣ୍ଣ ଠିକ୍ । ବିଜୁ ପଟ୍ଟନାୟକଙ୍କ ଶାସନ ଏବଂ ବର୍ତ୍ତମାନ ତାଙ୍କ ପୁଅ ଶାସନ ଭିନ୍ନ । ଏଠି ରାଜ୍ୟ କିଏ ଚଳାଉଛି ଉଠୁଛି ପ୍ରଶ୍ନ । ଆଉ କ’ଣ ଏ ସରକାର ଉପରେ ବୋଲି ଜୟଦେବ ଜେନା କହିଛନ୍ତି । ତାଙ୍କ ସଦସ୍ୟ ହିଁ ତାଙ୍କୁ ଏବେ କହିବେ। ମୁଁ ନୁହେଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା