ସୌମ୍ୟ ଯାହା କହିଛନ୍ତି ସମ୍ପୂର୍ଣ୍ଣ ଠିକ୍: ଜୟଦେବ ଜେନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ମନ୍ତବ୍ୟ ଉପରେ ପ୍ରତିକି୍ରୟା ରଖିଛନ୍ତି ପୂର୍ବତନ ପିସିସି ସଭାପତି ଜୟଦେବ ଜେନା । କହିଛନ୍ତି, ସୌମ୍ୟବାବୁ ନିଜେ ଜଣେ ଦକ୍ଷ ମଣିଷ । ସେ ଯାହା ଚିନ୍ତା କରିଛନ୍ତି ତାହା ସମ୍ପୂର୍ଣ୍ଣ ଠିକ୍ । ବିଜୁ ପଟ୍ଟନାୟକଙ୍କ ଶାସନ ଏବଂ ବର୍ତ୍ତମାନ ତାଙ୍କ ପୁଅ ଶାସନ ଭିନ୍ନ । ଏଠି ରାଜ୍ୟ କିଏ ଚଳାଉଛି ଉଠୁଛି ପ୍ରଶ୍ନ । ଆଉ କ’ଣ ଏ ସରକାର ଉପରେ ବୋଲି ଜୟଦେବ ଜେନା କହିଛନ୍ତି । ତାଙ୍କ ସଦସ୍ୟ ହିଁ ତାଙ୍କୁ ଏବେ କହିବେ। ମୁଁ ନୁହେଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ