Masthead

ସୌମ୍ୟ ହତ୍ୟାକାଣ୍ଡ ମାମଲା, ମୁଖ୍ୟ ଅଭିଯୁକ୍ତ ଗିରଫ

ବାଲିଅନ୍ତା (ବଡ଼ ଖବର ବ୍ୟୁରୋ):  ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ୱାଇଁ ହତ୍ୟାକାଣ୍ଡ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ । କ୍ରାଇମବ୍ରାଞ୍ଚକୁ ମିଳିଛି ବଡ ସଫଳତା । ଦୀର୍ଘ ଦିନଧରି ମୁଖ୍ୟ ଅଭିଯୁକ୍ତକୁ ଖୋଜୁଥିଲା କ୍ରାଇମବ୍ରାଞ୍ଚା ଶେଷରେ ଧରା ପଡ଼ିଲା ମୁଖ୍ୟ ଅଭିଯୁକ୍ତ । ସୌମ୍ୟ ହତ୍ୟାକାଣ୍ଡ ଘଟଣାର ମୁଖ୍ୟ ଅଭିଯୁକ୍ତ ହେଲେ ମୁନା ମଙ୍ଗରାଜ ।

ଢ଼େଙ୍କାନାଳରୁ ଗତକାଲି ମୁନା ମଙ୍ଗରାଜକୁ ଗିରଫ କରିଛି ଘଟଣାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଟିମ୍ । ମୁଖ୍ୟ ଅଭିଯୁକ୍ତ ବାଲିଅନ୍ତା ଅର୍ନ୍ତଗତ ବେଣୁପୁର ଗ୍ରାମରେ । ଏପର୍ଯ୍ୟନ୍ତ ହତ୍ୟାକାଣ୍ଡ ଘଟଣାରେ ଗିରଫ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି । ମାମଲାର ତଦନ୍ତ ଏବେ ବି ଚାଲିଛି ଏବଂ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଉଦ୍ୟମ ଜାରି ରଖିଛି କ୍ରାଇମବ୍ରାଞ୍ଚା ମୁଖ୍ୟ ଅଭିଯୁକ୍ତ ଗିରଫ ପରେ ସୌମ୍ୟ ହତ୍ୟାକାଣ୍ଡ ଘଟଣାର ସବୁ ରହସ୍ୟ ଖୋଲିବ ବୋଲି ଆଶା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି