Masthead

ମୋର ଦଳ ନାହିଁ କି ଖବରକାଗଜ ନାହିଁ, ମୋର କିଛି ନାହିଁ: ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦୀର୍ଘ ଦିନ ପରେ ପୁଣି ମୁହଁ ଖୋଲିଲେ ସୌମ୍ୟ ପଟ୍ଟନାୟକ। ଖୋର୍ଦ୍ଧାରେ ଜାନକୀ ଜୟନ୍ତୀ ଅବସରରେ ସୌମ୍ୟଙ୍କ ବଡ଼ ମନ୍ତବ୍ୟ। ଓଡ଼ିଆ ଅସ୍ମିତା, ପରିକ୍ରମା ପ୍ରକଳ୍ପ, ନିଜ ଭବିଷ୍ୟତ ନେଇ ମନ୍ତବ୍ୟ ଦେଲେ। ବିକାଶ ନାଁରେ ରାସ୍ତାଘାଟ, କୋଠାବାଡ଼ି କରିଦେଲେ ବିକାଶ ନୁହେଁ ବୋଳି କହିଲେ ସୌମ୍ୟ ପଟ୍ଟନାୟକ। ଖାଲି ସେତିକି ନୁହେଁ ଆଉ ନିର୍ବାଚନ ଲଢ଼ିବେନି ବୋଲି କହିଲେ ସୌମ୍ୟ ପଟ୍ଟନାୟକ। ସେ କହିଛନ୍ତି ନିର୍ବାଚନ ଲଢ଼ିବି କି ନାହିଁ ନିଷ୍ପତ୍ତି ନେଇନି, ପ୍ରାୟ ଲଢ଼ିବି ନାହିଁ।

ମୋର ଦଳ ନାହିଁ କି ଖବରକାଗଜ ନାହିଁ, ମୋର କିଛି ନାହିଁ। ଅନ୍ୟପଟେ ସଂପାଦକ ପଦ କାହିଁକି ଛାଡ଼ିଲେ ପ୍ରଶ୍ନରେ ସୌମ୍ୟ କହିଛନ୍ତି ଯେଉଁ ସାମ୍ବାଦିକଙ୍କୁ ଗଢ଼ିଥିଲି, ତାଙ୍କ ଗୁଣ ଦେଖି ଛାଡ଼ିଲି । ମିଛ କଥା ନେଇ ଏତଲା କରିବେ, ତାକୁ କିଏ ବରଦାସ୍ତ କରିବ। ବାହ୍ୟ ବିକାଶ ତୁଳନାରେ ଓଡ଼ିଆଙ୍କ ଅସ୍ମିତା ବିକାଶର ଅଭାବ ରହିଛି। ଓଡ଼ିଆ ଅସ୍ମିତାର ପ୍ରମାଣ ଓଡ଼ିଆ ଯୁବକଙ୍କ ପାଖରେ ମୁଁ ଦେଖୁନି। ଟିକେ ଟିକେ କଥାରେ ନେତାଙ୍କ ପଦଲେହନ କରିବାକୁ ସଂକୋଚ ନୁହଁନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା