Sambad

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ‘ସମ୍ବାଦ’ର ସମ୍ପାଦକ ଓ ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡ ଅଧ୍ୟକ୍ଷ ସୌମ୍ୟ ରଞ୍ଜନ ପଟ୍ଟନାୟକ ନିଜର ବ୍ୟକ୍ତିଗତ କାରଣ ପାଇଁ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି । ତାଙ୍କ ସ୍ଥାନରେ ‘ସମ୍ବାଦ’ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ଶ୍ରୀମତି ତନୟା ପଟ୍ଟନାୟକ ‘ସମ୍ବାଦ’ର ନୂତନ ସମ୍ପାଦକ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି ।

 

Leave a Reply

Your email address will not be published. Required fields are marked *