Masthead

ରାଜନୀତି କରିବା ପାଇଁ କୌଣସି ସାର୍ଟିଫିକେଟ ଦରକାର ନାହିଁ: ସୌମ୍ୟରଞ୍ଜନ ପଟ୍ଟନାୟକ

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ଜଣେ ରାଜନୀତି କରିବା ପାଇଁ କୌଣସି ସାର୍ଟିଫିକେଟ କିମ୍ବା ଶିକ୍ଷାଗତ ଯୋଗ୍ୟତା ଦରକାର ନାହିଁ । ହେଲେ ଜାଲ ସାର୍ଟିଫିକେଟ ଘଟଣାରେ ପ୍ରଥମେ ପ୍ରଧାନମନ୍ତ୍ରୀଙ୍କ ସାର୍ଟିଫିକେଟ ଯାଞ୍ଚ କରିବାର ଆବଶ୍ୟକ ରହିଛି ବୋଲି କହିଛନ୍ତି ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ । ଯଦି ପ୍ରଧାନମନ୍ତ୍ରୀ ଜାଲ ସାର୍ଟିଫିକେଟ ଦେଖାଇଥିବେ, କାର୍ଯ୍ୟାନୁଷ୍ଠାନର ଆବଶ୍ୟକତା ରହିଥିବା କହିଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ