କ୍ରାଇମବ୍ରାଞ୍ଚକୁ ଗଲା ସୌମ୍ୟ ମୃତ୍ୟୁ ମାମଲା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ଏହି ସୂଚନା ଦେଇଛନ୍ତି। ଡିଜିପି ଅଭୟଙ୍କ ନିର୍ଦ୍ଦେଶ ପରେ କ୍ରାଇମବ୍ରାଞ୍ଚ ଏହି ମାମଲରା ତଦନ୍ତ ଭାର ନେଇଛି।

ଘଟଣାର ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚ ଡିଏସ୍‌ପିଙ୍କ ନେତୃତ୍ୱରେ ଏକ ୩ ଜଣିଆ ଟିମ୍ ଗଠନ କରାଯାଇଛି। ଏଡିଜି କହିଛନ୍ତି, ଏହା ଏକ ସ୍ପର୍ଶକାତର ଘଟଣା ହୋଇଥିବାରୁ କ୍ରାଇମ୍‌ବ୍ରାଞ୍ଚ ଏହାର ତଦନ୍ତ କରିବ। କ୍ରାଇମବ୍ରାଞ୍ଚ ଅଧିକାରୀ ମୂଳରୁ ଘଟଣାର ତଦନ୍ତ କରିବେ। ସମସ୍ତଙ୍କୁ ତଦନ୍ତ ପରିସରଭୁକ୍ତ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ