Masthead

ସୌମ୍ୟଙ୍କ ମୃତ୍ୟୁ ଏକ ଦୁର୍ଘଟଣା; କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):   ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣା । ତଦନ୍ତ ପରେ ଏହା ସ୍ପଷ୍ଟ ହୋଇଛି ଯେ, ସୌମ୍ୟଙ୍କ ମୃତ୍ୟୁ ଏକ ଦୁର୍ଘଟଣା । ଆଜି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ତଦନ୍ତ ପରେ ଏହି ସୂଚନା ଦେଇଛନ୍ତି ।

ଏଡିଜି କହିଛନ୍ତି ଯେ, ସୌମ୍ୟଙ୍କ ମୃତ୍ୟୁକାଳୀନ ଜମାନବନ୍ଦୀ ଓ ତଦନ୍ତରୁ ଏହା ଏକ ଦୁର୍ଘଟଣା ଜନିତ ମୃତ୍ୟୁ ବୋଲି ଜଣାପଡିଛି । ସୌମ୍ୟ ରହୁଥିବା ପାରଳାଖେମୁଣ୍ଡି ସରକାରୀ ବାସ ଭବନରରେ ହିଁ ଏହି ଦୁର୍ଘଟଣା ଘଟିଛି । ଏଥିରେ ସୌମ୍ୟଙ୍କ ପତ୍ନୀଙ୍କ କୌଣସି ସମ୍ପୃକ୍ତି ନାହିଁ । ତେବେ ଏହି ରିପୋର୍ଟରେ ସୌମ୍ୟଙ୍କ ପତ୍ନୀ ଅବହେଳା କରିଛନ୍ତି ବୋଲି ଦର୍ଶାଯାଇଛି । ଏଡିଜି କହିଛନ୍ତି ଯେ, ସୌମ୍ୟଙ୍କ ଦେହରେ ନିଆଁ ଲାଗିଥିଲା ବେଳେ ପତ୍ନୀ ବଦ୍ୟାଭାରତୀ ପଣ୍ଡା ଲିଭାଇ ନଥିଲେ । ଏ ନେଇ ତାଙ୍କ ଉପରେ କଡା କାର୍ଯ୍ୟନୁଷ୍ଠାନ ନିଆଯିବା ବୋଲି କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ