Masthead

ଘଷିପୁରା ନିର୍ବାଚନମଣ୍ଡଳିରେ ସୌମ୍ୟଙ୍କ ଶକ୍ତି ପ୍ରଦର୍ଶନ

ଘଷିପୁରା (ବଡ଼ ଖବର ବ୍ୟୁରୋ): ଘଷିପୁରା ନିର୍ବାଚନମଣ୍ଡଳିରେ ସ୍ବାଧୀନ ପ୍ରାର୍ଥୀ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଶକ୍ତି ପ୍ରଦର୍ଶନ । ଶୈଲଙ୍ଗ ଠାରୁ ଏକ ବିଶାଳ ବାଇକ ରାଲି ମାଧ୍ୟମରେ ଶକ୍ତିପ୍ରଦର୍ଶନ କଲେ ସୌମ୍ୟ। ଏହି ରାଲି ଶୈଲଙ୍ଗରୁ ଆରମ୍ଭ ହୋଇ ବିଭିନ୍ନ ପଞ୍ଚାୟତ ପରିକ୍ରମା ପୂର୍ବକ ପଥପ୍ରାନ୍ତ ସଭା ମାଧ୍ୟମରେ ଭୋଟରଙ୍କ ନିକଟତର ହେବାକୁ ଉଦ୍ୟମ ଜାରି ରଖିଥିଲେ। ଆୟୋଜିତ ପଥପ୍ରାନ୍ତ ସଭାରେ ସୌମ୍ୟ ଘସିପୁରା ନିର୍ବାଚନମଣ୍ଡଳିର ବିକାଶକୁ ଭିନ୍ନ ଢଙ୍ଗରେ ଗଢିତୋଳିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ନିର୍ବାଚନରେ ବିଜୟୀ ହୋଇ ଏକ ଶାନ୍ତିପ୍ରିୟ ଘଷିପୁରା ନିର୍ବାଚନମଣ୍ଡଳୀରେ ପରିଣତ କରିବା ତାଙ୍କର ମୁଖ୍ୟ ଲକ୍ଷ୍ୟ ବୋଲି ମତବ୍ୟକ୍ତ କରି ଭୋଟରଙ୍କ ମନ ଜିଣିବାକୁ ପ୍ରୟାସ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା