Masthead

୧୦ ମିଟର ଏୟାର ପିସ୍ତଲ ଫାଇନାଲରେ ସୌରଭ

ଟୋକିଓ(ବଡ଼ ଖବର ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ୧୦ ମିଟର ଏୟାର ପିସ୍ତଲ ଫାଇନାଲରେ ଭାରତର ସୌରଭ ଚୌଧୁରୀ । ସୌରଭଙ୍କୁ ମିଳିଥିଲା ୫୮୬ ପଏଣ୍ଟ ।

କ୍ୱାଲିଫାୟର ରାଉଣ୍ଡରେ ପ୍ରଥମ ସ୍ଥାନରେ ରହିଥିଲେ ସୌରଭ । ପ୍ରଥମ ସିରିଜରେ ୯୫, ଦ୍ୱିତୀୟରେ ୯୮, ତୃତୀୟରେ ୯୮, ଚତୁର୍ଥରେ ୧୦୦, ପଂଚମରେ ୯୮ ଓ ଷଷ୍ଠ ସିରିଜରେ ୯୭ ପଏଂଟ ହାସଲ କରିଥିଲେ । କ୍ୱାଲିଫାୟର ରାଉଣ୍ଡରେ ଚୀନ୍ ଦ୍ୱିତୀୟ ଓ ଜର୍ମାନ ଖେଳାଳି ତୃତୀୟ ସ୍ଥାନରେ ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି