Masthead

ହାଇକୋର୍ଟ ଗଲେ ସୌରିନ ଭଟ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଗୁଆ ଜାମିନ ପାଇଁ ହାଇକୋର୍ଟ ଗଲେ ବଲିଉଡ ସିଙ୍ଗର ସୌରିନ ଭଟ୍ଟ । ଗିରଫ ଏଡ଼ାଇ ପାଇଁ ସୌରିନ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ତାଙ୍କ ନାଁରେ କଟକ ମହିଳା ଥାନାରେ ଦୁଷ୍କର୍ମ ଅଭିଯୋଗ ରହିଛି । ଜଣେ ଯୁବତୀଙ୍କ ଏତଲା ଆଧାରରେ ପୋଲିସ ମାମଲା ରୁଜୁ କରିଛି । ନୋଟିସ ସତ୍ୱେ ଏଯାଏଁ ସୌରିନ ଥାନାରେ ହାଜର ହୋଇ ନାହାନ୍ତି । ପୋଲିସ ତାଙ୍କୁ ଖୋଜିବା ପାଇଁ କୋଲକାତା ଯାଇଥିଲା । କିନ୍ତୁ ସେଠାରେ ତାଙ୍କ ପତ୍ତା ମିଳିନଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ