୫୫ ରନରେ ଅଲଆଉଟ ହେଲା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେପଟାଉନରେ ଦକ୍ଷିଣ ଆଫ୍ରିକା–ଭାରତ ଦ୍ୱିତୀୟ ଟେଷ୍ଟ ମ୍ୟାଚ । ଦକ୍ଷିଣ ଆଫ୍ରିକା ମାତ୍ର ୫୫ ରନରେ ଅଲଆଉଟ । ମହମ୍ମଦ ସିରାଜଙ୍କୁ ସର୍ବାଧିକ ୬ ୱିକେଟ । ବୁମରା ଓ ମୁକେଶ କୁମାରଙ୍କୁ ୨ଟି ଲେଖାଏଁ ୱିକେଟ । ମୋଟ ୫୫ ରନ ସହ ଆଫ୍ରିକା ଭାରତ ବିପକ୍ଷ ଟେଷ୍ଟ କ୍ରିକେଟର ଏକ ଇନିଂସରେ ସବୁଠାରୁ କମ୍‌ ସ୍କୋର କରିବାର ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛି।

ପ୍ରଥମ ଟେଷ୍ଟରେ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ସିରାଜ ଆଫ୍ରିକୀୟ ବ୍ୟାଟିଂ ଲାଇନଅପ ଧ୍ୱଂସ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ଦେଇଥିଲେ। ସେ ୬ଟି ଉଇକେଟ୍‌ ନେଇଥିଲେ। ଏହାପୂର୍ବରୁ ନ୍ୟୁଜିଲାଣ୍ଡରେ ଭାରତ ବିପକ୍ଷ ଟେଷ୍ଟରେ ସର୍ବନିମ୍ନ ସ୍କୋର କରିବାର ଲଜ୍ଜାଜନକ ରେକର୍ଡ ଥିଲା। ୨୦୨୧ରେ କିୱି ଦଳ ୱାଙ୍ଖେଡେରେ ଭାରତୀୟ ଦଳ ବିପକ୍ଷରେ ୬୨ ରନ ସଂଗ୍ରହ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ