Masthead

ଇଂଲଣ୍ଡକୁ ହରାଇ ଫାଇନାଲରେ ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଇତିହାସ ରଚିଛି ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ ଦଳ। ମହିଳା ଟି-୨୦ ବିଶ୍ୱକପରେ ଇଂଲଣ୍ଡକୁ ୬ ରନରେ ହରାଇ ଫାଇନାଲରେ ଦକ୍ଷିଣ ଆଫ୍ରିକା । ଆଇସିସି ମହିଳା ଟି-୨୦ ବିଶ୍ୱକପରେ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ ଦଳ ପ୍ରଥମ ଥର ପାଇଁ ଫାଇନାଲରେ ପ୍ରବେଶ କରିଛି । ଶୁକ୍ରବାର କେପଟାଉନରେ ଖେଳାଯାଇଥିବା ଟି-୨୦ ବିଶ୍ୱକପର ଅଷ୍ଟମ ସଂସ୍କରଣର ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ୬ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ତାଜମିନ ବ୍ରିଟ୍‌ସ ୬୮ ଓ ଲାଉରା ଉଲଭାଡଟ୍‌ଙ୍କ ୫୩ରନ ସହାୟତାରେ ୧୬୪ରନ କରିଥିଲେ।। ଜବାବରେ ଇଂଲଣ୍ଡ ୮ ୱିକେଟରେ ୧୫୮ରନ କରିବାକୁ ସକ୍ଷମ ହୋଇଥିଲା। ଆସନ୍ତାକାଲି ଟାଇଟେଲ ପାଇଁ ଅଷ୍ଟ୍ରେଲିଆକୁ ସାମ୍ନା କରିବ ଘରୋଇ ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ