Masthead

ଭାରତକୁ ୮ ୱିକେଟରେ ହରାଇଲା ଦକ୍ଷିଣ ଆଫ୍ରିକା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ମଙ୍ଗଳବାର ଅନୁଷ୍ଠିତ ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତକୁ ୮ ଉଇକେଟରେ ପରାସ୍ତ କରିଛି ଦକ୍ଷିଣ ଆଫ୍ରିକା । ଭାରତ ୪୬.୨ ଓଭରରେ ୨୧୧ ରନକରି ଅଲ୍‌ଆଉଟ ହୋଇଯାଇଥିଲା । ଦକ୍ଷିଣ ଆଫ୍ରିକା ୪୨.୩ ଓଭରରେ ୨ ଉଇକେଟ ହରାଇ ୨୧୫ ରନ ସଂଗ୍ରହ କରି ନେଇଥିଲା। ଭାରତ ପ୍ରଥମ ଦିନିକିଆରେ ବିଜୟୀ ହୋଇଥିବାରୁ ୩ ମ୍ୟାଚ ବିଶିଷ୍ଟ ସିରିଜ ଏବେ ୧-୧ ସ୍ଥିତିରେ ପହଞ୍ଚିଛି ।

ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଭାରତ ଋତୁରାଜ ଗାଏକ୍ୱାଡଓ ତିଳକ ବର୍ମାଙ୍କ ଉଇକେଟ ଶୀଘ୍ର ହରାଇଥିଲା। ସାଇ ସୁଦର୍ଶନ ଓ ଅଧିନାୟକ ଲୋକେଶ ରାହୁଲ ସତର୍କତାର ସହ ବ୍ୟାଟିଂ କରି ଇନିଂସ ସମ୍ଭାଳିଥିଲେ। ମାତ୍ର ଏହି ଯୋଡ଼ି ଭାଙ୍ଗିବାପରେ ଭାରତ ଇନିଂସ ହଡ଼ବଡ଼େଇ ଯାଇଥିଲା। ତୃତୀୟ ଉଇକେଟରେ ୬୮ ରନର ଭାଗୀଦାରି ପରେ ସାଇ ସୁଦର୍ଶନ ଆଉଟ ହୋଇଥିଲେ। ସେ ୭ ଚୌକା ଓ ୧ ଛକା ସହାୟତାରେ ସର୍ବାଧିକ ୬୨ ରନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା