Masthead

ଏଥର ଦୀପାବଳି ଚନ୍ଦ୍ରଙ୍କ ଜୀବନରେ ଆଣିଦେଲା ଅନ୍ଧାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପରଲୋକରେ ଦକ୍ଷିଣ ଭାରତୀୟ ସିନେମାର ଲୋକପ୍ରିୟ ଅଭିନେତା ତଥା କମେଡିଆନ୍‌ ମଲ୍ଲମପଲ୍ଲୀ ଚନ୍ଦ୍ର ମୋହନ। ତାଙ୍କର ମୃତୁ୍ୟ ପରେ ଦକ୍ଷିଣ ଭାରତୀୟ ସିନେମାଜଗତରେ ଶୋକର ଛାୟା ଖେଳିଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ଚନ୍ଦ୍ର ମୋହନ ଦୀର୍ଘଦିନ ଧରି ହୃଦ୍‌ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ମଲ୍ଲମପଲ୍ଲୀ ଚନ୍ଦ୍ର ମୋହନ ଦକ୍ଷିଣ ଭାରତୀୟ ସିନେମାରେ ବେଶ ନାଁ କମାଇଥିଲେ।

୧୯୬୬ରେ ସେ ଅଭିନୟ ଜୀବନ ଆରମ୍ଭ କରିଥିଲେ। ଏହାପରେ ସେ ତାଙ୍କ କ୍ୟାରିୟରରେ ଗୋଟିଏରୁ ବଳି ଆରେକ ଫିଲ୍ମ ଭେଟି ଦେଇଥିଲେ। ଏଥିଲାଗି ସେ ରାଷ୍ଟ୍ରୀୟ ପୁରସ୍କାର ମଧ୍ୟ ପାଇଥିଲେ। ଏସ.ପି. ବାଲସୁବ୍ରମଣ୍ୟ ଏବଂ କେ. ବିଶ୍ୱନାଥଙ୍କ ସମ୍ପର୍କୀୟ ଭାଇ ଚନ୍ଦ୍ର ମୋହନ ୧୯୮୨ରେ ଚଳଚିତ୍ର ରଙ୍ଗୁଲା ରତ୍ନମ୍ ଜରିଆରେ ଅଭିନୟ ଜଗତରେ ପାଦ ଥାପିଥିଲେ । ସେ ବହୁତ ତେଲୁଗ ଫିଲ୍ମ ଏବଂ ତାମିଲ ଚଳଚ୍ଚିତ୍ରରେ ପ୍ରମୁଖ ଭୂମିକାରେ ଅଭିନୟ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ