Masthead

ମୁଁ ଚୋର ହୋଇପାରେ, କିନ୍ତୁ ମମତା ବାନାର୍ଜୀ ଭଗବାନଙ୍କ ପରି: ଶୋଭନଦେବ ଚଟ୍ଟୋପାଧ୍ୟାୟ

ପଶ୍ଚିମବଙ୍ଗ (ବଡ଼ ଖବର ବ୍ୟୁରୋ): ମମତା ବାନାର୍ଜୀଙ୍କୁ ‘ଭଗବାନ’ ଆଖ୍ୟା ଦେଲେ ମନ୍ତ୍ରୀ ଶୋଭନଦେବ ଚଟ୍ଟୋପାଧ୍ୟାୟ । ପଶ୍ଚିମବଙ୍ଗ ସରକାରର ମନ୍ତ୍ରୀ ଶୋଭନଦେବ ଚଟ୍ଟୋପାଧ୍ୟାୟ ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ‘ଭଗବାନ’ ଆଖ୍ୟା ଦେଇଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ କୌଣସି ଭୁଲ କରିପାରିବେ ନାହିଁ କାରଣ ସେ ଭଗବାନଙ୍କ ପରି ଅଟନ୍ତି। ମୁଁ ଜଣେ ଚୋର ହୋଇପାରେ, କିନ୍ତୁ ମମତା ବାନାର୍ଜୀ ନୁହଁନ୍ତି।

ଶୋଭନଦେବ ଉତ୍ତର ୨୪ ପ୍ରଗଣା ଜିଲାର ଖାରଦାଠାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ ଏହି ମନ୍ତବ୍ୟ ଦେଇଛନ୍ତି। ଶୋଭନଦେବଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଚର୍ଚ୍ଚା ହୋଇଛି। ଏହା ଉପରେ ପ୍ରତିକ୍ରିୟା ରଖି ଭାଜପା କହିଛି, ଟିଏମସି ନେତାଙ୍କ ମଧ୍ୟରେ ନିରାଶା ଭାବ ସୃଷ୍ଟି ହୋଇଛି। ସେଥିପାଇଁ ସେମାନେ ଏପରି ବିବୃତ୍ତି ଦେଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ