Masthead

ଆକ୍ରମଣର ଶିକାର ହେଲେ ଏସ୍ପି ସାଗରିକାଙ୍କ ବାପା-ମାଆ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବାଲେଶ୍ୱର ଏସ୍ପି ସାଗରିକା ନାଥଙ୍କ ବାପା-ମାଆଙ୍କୁ ଆକ୍ରମଣ । ଆର୍ମି ହସ୍ପିଟାଲ ନିକଟରୁ ଫେରୁଥିବାବେଳ ଆକ୍ରମଣର ଶିକାର ହୋଇଛନ୍ତି । ଦୁଇ ଜଣ ବୁର୍ବୃତ୍ତ ବାଇକରେ ପିଛା କରିବା ପରେ ଘାଟିକିଆସ୍ଥିତ ଏକ ନିର୍ଜନ ଅଞ୍ଚଳରେ ତାଙ୍କୁ ଅଟକାଇଥିଲେ। ତାଙ୍କ କାର ଆଗରେ ବାଇକ ରଖିଦେଇଥିଲେ। ପରେ ଦମ୍ପତ୍ତିଙ୍କୁ କାରରୁ ଓହ୍ଲାଇ ଟଣାଓଟରା କରିଥିଲେ।

ସାଗରିକାଙ୍କ ବାପା ଦୁର୍ବୃତ୍ତମାନଙ୍କୁ ବାଧା ଦେବାରୁ ସେମାନଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ଅଭିଯୁକ୍ତମାନେ ରାଗରେ ଦମ୍ପତିଙ୍କୁ ଆକ୍ରମଣ କରିଥିଲେ। ପାଟି ଶୁଣି କିଛି ଲୋକ ପହଞ୍ଚି ଯିବାରୁ ଭୟରେ ଲୁଟେରାମାନେ ସେଠାରୁ ଚମ୍ପଟ ମାରିଥିଲେ। ଖବରପାଇ ଭରତପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦମ୍ପତିଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭର୍ତ୍ତି କରାଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ