ମହାକାଶ ଯାନ ସମ୍ପର୍କରେ ଗବେଷଣା କରିବେ ଗ୍ରାମାଞ୍ଚଳର ଛାତ୍ରଛାତ୍ରୀ

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ଗ୍ରାମାଞ୍ଚଳରେ ସ୍ପେସ୍ ଲ୍ୟାବ । ମହାକାଶ ଯାନ ସମ୍ପର୍କରେ ଗବେଷଣା କରିବେ ଛାତ୍ରଛାତ୍ରୀ । ସ୍ପେସ୍ ଏକାଡେମୀ ୟୋମିକା ସହଯୋଗରେ ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ମୁସକାନ ଇଣ୍ଟରନ୍ୟାସନାଲ ସ୍କୁଲରେ ଏହି ସ୍ପେସ୍ ଲ୍ୟାବ ଉଦଘାଟିତ ହୋଇଯାଇଛି । ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ଏହାକୁ ଉଦଘାଟନ କରିଛନ୍ତି ।

ଅନ୍ୟମାନଙ୍କ ମଧ୍ୟରେ ସାଂସଦ ସଙ୍ଗୀତା ସିଂହଦେଓ, ବିଧାୟକ ସନ୍ତୋଷ ସିଂ ସାଲୁଜା, ପୂର୍ବତନ ବିଧାୟକ ଆୟୁବ ଖାଁ, ଏନ୍ଏସି ଅଧ୍ୟକ୍ଷ ବରିୟମ ସିଂ ସାଲୁଜା ଓ ବେଳପଡା ବ୍ଲକ ଉପାଧ୍ୟକ୍ଷ ଦୁର୍ଯ୍ୟୋଧନ କୁମ୍ଭାର ପ୍ରମୁଖ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!