Masthead

ସ୍ପେସଏକ୍ସ ରକେଟରେ ବିସ୍ଫୋରଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଶ୍ୱର ସବୁଠୁ ପ୍ରଭାବଶାଳୀ ରକେଟ ସ୍ପେସଏକ୍ସର ଷ୍ଟାରଶିପ୍ ଉତକ୍ଷେପଣ ପରେ ବିସ୍ଫୋରଣ ହୋଇଛି । ଗୁରୁବାର ପ୍ରଥମ ପରୀକ୍ଷା ବେଳେ ବିସ୍ଫୋରଣ ହୋଇଛି। ଉତକ୍ଷେପଣର କିଛି ମିନିଟ ମଧ୍ୟରେ ଷ୍ଟାରଶିପରେ ସମସ୍ୟା ଦେଖାଦେଇଥିଲା । ଯାନର ନିମ୍ନ ଭାଗରେ ଥିବା ୩୩ଟି ଇଞ୍ଜିନ ମଧ୍ୟରୁ ୬ଟି ବନ୍ଦ ହୋଇଯାଇଥିଲା । ଏହାର କଛି ସମୟ ମଧ୍ୟରେ ବିସ୍ଫୋରଣ ଘଟି ନିଆଁ ହୋଇଯାଇଥିଲା ।

ଚନ୍ଦ୍ର, ମଙ୍ଗଳ ଏବଂ ଅନ୍ୟ ଗ୍ରହକୁ ମହାକାଶଚାରୀଙ୍କୁ ପଠାଇବା ନିମନ୍ତେ ସ୍ପେସଏକ୍ସ ଏହି ରକେଟ ଡିଜାଇନ ପ୍ରସ୍ତୁତ କରିଥିଲା । ଟେକ୍ସାସର ବୋକା ଚିକା ଘରୋଇ ସ୍ପେସପୋର୍ଟରୁ ସ୍ଥାନୀୟ ସମୟ ପୂର୍ବାହ୍ନ ୮ଟା ୩୩ ସମୟରେ ଏହି ବିଶାଳ ରକେଟ ସଫଳତାର ସହ ଉତକ୍ଷେପଣ କରାଯାଇଥିଲା । ସେପଟେ ବିସ୍ଫୋଣରେ ଏହା ନଷ୍ଟ ହୋଇଯାଇଥିଲେ ମଧ୍ୟ ସ୍ପେସଏକ୍ସ ପକ୍ଷରୁ ଏହାକୁ ସଫଳ ବୋଲି କୁହାଯାଇଛି । ଆଗାମୀ କିଛି ମାସ ମଧ୍ୟରେ ଆଉ ଏକ ଷ୍ଟାରସିପର ପରୀକ୍ଷଣ ହେବ ବୋଲି କମ୍ପାନି ପକ୍ଷରୁ ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି