Masthead

କୋଇଡ଼ା ବିଡିଓ ଗୃହକୁ କହିବେ ଗୃହ ମୋର କ’ଣ କରିବ, କିନ୍ତୁ ଆମେ ଚୁପ୍: ଜୟନାରାୟଣ ମିଶ୍ର

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଉତ୍ତରକୁ ନେଇ ଗୃହରେ ତୁମ୍ବି ତୋଫାନ। ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ କଂଗ୍ରେସ ଦଳର ନେତା ନରସିଂହ ମିଶ୍ର ପ୍ରିଭିଲେଜ ଆଣିଥିଲେ । କିନ୍ତୁ କ’ଣ ପାଇଁ ତାଙ୍କୁ ସେ ପ୍ରସଙ୍ଗ ଗୃହରେ ଉଠାଇବା ପାଇଁ ଅନୁମତି ଦିଆଗଲାନି । ଏଭଳି କହି ବାଚସ୍ପତିଙ୍କୁ ଘେରିଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର। କୋଇଡ଼ା ବିଡିଓ କଥା ମଧ୍ୟ ଗୃହରେ ଉଠାଇଛନ୍ତି ଜୟନାରାୟଣ ମିଶ୍ର ।

କହିଛନ୍ତି, କୋଇଡ଼ା ବିଡିଓ ଗୃହକୁ କହିବେ ଗୃହ ମୋର କ’ଣ କରିବ, କିନ୍ତୁ ଆମେ ଚୁପ୍। ଏଠି ଗଣତନ୍ତ୍ର କେମିତି ଅଛି ଆମେ ଜାଣିପାରୁନୁ ବୋଲି କହି ଘେରିଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର। ଗୃହରେ ଶୂନ୍ୟ କାଳରେ ବିରୋଧୀ ଦଳ ନେତା ନିଜର ବକ୍ତବ୍ୟ ରଖୁଥିବା ବେଳେ ବିଜେପି ହାଏ ହାଏ ନାରା ରେ ପ୍ରକମ୍ପିତ କଲେ ଶାସକ ଦଳର ସଦସ୍ୟ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି