Masthead

ଜନ୍ମାଷ୍ଟମୀ ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ତଥା ପବିତ୍ର ଜନ୍ମାଷ୍ଟମୀ । ଏହି ତିଥିରେ ପୃଥିବୀ ପୃଷ୍ଠରେ ଧରାବତରଣ କରିବେ ପ୍ରଭୁ ଶ୍ରୀକୃଷ୍ଣ । ସେଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି। ସଂନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ। ଗତକାଲି ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଡ ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା।

 

ଆଜି ମହାଜନ ସେବକଙ୍କ ଦ୍ଵାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ। ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ନିଶାର୍ଦ୍ଧରେ ପ୍ରଭୁ କୃଷ୍ଣ ଜନ୍ମ ନେବେ। ଅନ୍ୟପକ୍ଷରେ ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ମଠବାଡି ମାନଙ୍କରେ ଆଜି ରାତିରେ ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ। ତେବେ ଶ୍ରୀମନ୍ଦିରରେ ଆଜିଠାରୁ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆରମ୍ଭ ହୋଇ କଂସ ବଦ୍ଧ ପର୍ଯ୍ୟନ୍ତ ଶ୍ରୀକୃଷ୍ଣ ଲୀଳା ଅନୁଷ୍ଠିତ ହୋଇଥାଏ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି