Masthead

ଆଜିଠୁ ଆରମ୍ଭ ହେଉଛି ସଂସଦର ସ୍ୱତନ୍ତ୍ର ଅଧିବେଶନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେଉଛି ସଂସଦର ସ୍ୱତନ୍ତ୍ର ଅଧିବେଶନ । ୨୨ ତାରିଖ ଯାଏଁ ଚାଲିବ ଏହି ଅଧିବେଶନ । ଏହା ପୂର୍ବରୁ ଗତକାଲି ବସିଥିଲା ସର୍ବଦଳୀୟ ବୈଠକ । ଏଥିରେ ସରକାରୀ ଓ ବିରୋଧୀ ଦଳର ନେତା ସାମିଲ ହୋଇଥିଲେ । ଏହି ଅଧିବେଶନରେ ମହିଳା ସଂରକ୍ଷଣ ବିଲ ପାସ୍ ହେବା ଉପରେ ଗୁରୁତ୍ୱ ଦିଆଯିବ । ଏଥିସହ ସର୍ବଦଳୀ୍ୟ ବୈଠକ ଆପ ନେତା ସଞ୍ଜୟ ସିଂହ ଓ ରାଘବ ଚଢାଙ୍କ ନିଲମ୍ବନକୁ ପ୍ରତ୍ୟାହାର କରିବାକୁ ବିରୋଧୀ ଦାବି କରିଛନ୍ତି ।

ଏହା ଛଡା ନିର୍ବାଚନ କମିଶନ ଚୟନ ପ୍ରକ୍ରିୟା, ଜାତି ଜନଗଣନା, ଆଦାନୀ ମାମଲା, ସିଏଜି ରିପୋର୍ଟ ଉପରେ ଆଲୋଚନା କରିବାକୁ ବିରୋଧୀ ଦାବି କରିଛନ୍ତି । ସ୍ୱତନ୍ତ୍ର ଅଧିବେଶନର ପ୍ରଥମ ଦିନ ପୁରୁଣା ପାର୍ଲାମାଣ୍ଟ ଭବନରେ ହେବ । ବାକି ୪ ଦିନ ନୂଆ ସଂସଦ ଭବନରେ ହେବ । ସରକାର ପୂର୍ବରୁ ନିଜର ଏଜେଣ୍ଟା କହି ସାରିଛନ୍ତି । ପ୍ରଥମ ଦିନରେ ପାର୍ଲାମେଣ୍ଟର ୭୫ ବର୍ଷର ଯାତ୍ରା ନେଇ ଆଲୋଚନା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା