Masthead

ପରଲୋକରେ ଏସପିଜି ମୁଖ୍ୟ ଅରୁଣ କୁମାର ସିହ୍ନା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆରପାରିରେ ସ୍ୱତନ୍ତ୍ର ସୁରକ୍ଷା ଗ୍ରୁପ(ଏସପିଜି) ମୁଖ୍ୟ ଅରୁଣ କୁମାର ସିହ୍ନା । ୬୧ ବର୍ଷ ବୟସରେ ଗୁରୁଗ୍ରାମର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଶ୍ରୀ ସିହ୍ନା ୧୯୮୭ କେରଳ ବ୍ୟାଚର ଜଣେ ଆଇପିଏସ ଅଧିକାରୀ ହୋଇଥିବାବେଳେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ୱିଙ୍ଗ ଦାୟିତ୍ୱରେ ମଧ୍ୟ ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ