Masthead

ହକିରେ ସ୍ପେନକୁ ହରାଇଲା ଭାରତ

(ବଡ଼ ଖବର ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସର ପଞ୍ଚମ ଦିନ । ପଞ୍ଚମ ଦିନରେ ଭାରତୀୟ ପୁରୁଷ ହକି ଦଳ ଏକ ଜବରଦସ୍ତ ବିଜୟ ହାସଲ କରିଛି । ସ୍ପେନ ବିରୋଧରେ ଭାରତ ଜିତିଲା ।  ଫଳରେ କ୍ୱାର୍ଟର ଫାଇନାଲକୁ ପ୍ରବେଶ କରିବାର ଆଶା ଭାରତର ଜୀବନ୍ତ ହୋଇଛି ।

ଅମିତ ରୋହିଦାସ ୧୦୦ତମ ଓ ବୀରେନ୍ଦ୍ର ଲାକ୍ରା ୨୦୦ତମ ମ୍ୟାଚ୍ ଖେଳିଲେ ।   ପୁରୁଷ ହକି ଦଳ ପୂର୍ବ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ବିପକ୍ଷରେ ୭-୧ରେ ପରାସ୍ତ ହୋଇଛି । ଭାରତୀୟ ହକି ଦଳ ସ୍ପେନକୁ ୩-୦ ରେ ପରାସ୍ତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର