ନବ ନିର୍ବାଚିତ ଅଧ୍ୟକ୍ଷ ସଞ୍ଜୟ ସିଂହଙ୍କ ମାନ୍ୟତା ରଦ୍ଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତୀୟ କୁସ୍ତି ମହାସଂଘ ନିଲମ୍ବିତ । ଭାରତୀୟ କୁସ୍ତି ମହାସଂଘ ନିଲମ୍ବନ କଲା କ୍ରୀଡ଼ା ମନ୍ତ୍ରାଳୟ । ନବ ନିର୍ବାଚିତ ଅଧ୍ୟକ୍ଷ ସଞ୍ଜୟ ସିଂହଙ୍କ ମାନ୍ୟତା ରଦ୍ଦ । ସଞ୍ଜୟ ସିଂହଙ୍କ ସମସ୍ତ ନିଷ୍ପତ୍ତି ଉପରେ ରୋକ ଲଗାଇଲା ମନ୍ତ୍ରାଳୟ । ନିର୍ବାଚିତ ଅଧ୍ୟକ୍ଷଙ୍କୁ ବିରୋଧ କରି କୁସ୍ତିରୁ ଅବସର ନେଇଥିଲେ ସାକ୍ଷୀ ମଲ୍ଲିକ । ଭାରତୀୟ କୁସ୍ତି ମହାସଂଘକୁ ନିଲମ୍ବନ କଲା କ୍ରୀଡ଼ା ମନ୍ତ୍ରାଳୟ । ଜାତୀୟ କୁସ୍ତି ପ୍ରତିଯୋଗିତା ଆୟୋଜନ କରିବାରେ ତତ୍ପରତା ହେତୁ ରେସଲିଂ ଫେଡେରେସନ୍ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସଞ୍ଜୟ ସିଂ ବିଜେପି ସାଂସଦ ତଥା ପୂର୍ବତନ ଡବ୍ଲୁଏଫଆଇ ସଭାପତି ବ୍ରିଜ ଭୂଷଣ ଶରଣ ସିଂଙ୍କ ନିକଟତର ବୋଲି କୁହାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’