Masthead

ଆଜିଠୁ ଓଡ଼ିଶାରେ ଦିଆଯିବ ସ୍ଫୁଟନିକ-ଭି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ଓଡ଼ିଶାରେ ଦିଆଯିବ ସ୍ଫୁଟନିକ-ଭି । ଭୁବନେଶ୍ୱରର କେୟାର ହସ୍ପିଟାଲରେ ଦିଆଯିବ ଏହି ଟିକା । କୋ-ୱିନ ଆପରେ ପଞ୍ଜିକରଣ କରିଥିବା ବ୍ୟକ୍ତିଙ୍କୁ ମଙ୍ଗଳବାର ଟିକା ଦିଆଯିବ । ଟିକାର ଦାମ ରହିଛି ୧୧୪୫ । ପ୍ରଥମ ଡୋଜର ୨୧ ଦିନ ପରେ ୨ୟ ଡୋଜ ଟିକା ନେଇପାରିବେ ।

କେନ୍ଦ୍ର ସରକାରଙ୍କ କୋ-ୱିନ ଆପକୁ ଯାଇ ‘ସ୍ପୁଟନିକ ଭି’ ପାଇଁ ସ୍ଲଟ ବୁକ କରିପାରିବେ । ଏହି ଟିକା ୯୧ ପ୍ରତିଶତରୁ ଅଧିକ ପ୍ରଭାବି ବୋଲି କୁହାଯାଉଛି । ଗତ ଜୁନ ୬ ତାରିଖରୁ ଭାରତରେ ଉପଲବ୍ଧ ହେଉଛି ସ୍ପୁଟନିକ ଭି । ପ୍ରଥମେ ଆପୋଲା ହସ୍ପିଟାଲରେ ମିଳିବା ପରେ ଏବେ ଅନ୍ୟ ହସ୍ପିଟାଲରେ ଏହି ଟିକା ମିଳୁଛି । ବର୍ତମାନ ସୁଦ୍ଧା ୬୦ ଟି ଦେଶରେ ସ୍ପୁଟନିକ ଭି ଟିକାର ବ୍ୟବହାର ହେଉଛି । ରୁଷିଆ ଗାମେଲିଆ ରିସର୍ଚ୍ଚ ସେଂଟର ପକ୍ଷରୁ ଏହାକୁ ବିକଶିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ