Masthead

ଡିଆରଡିଓରେ ଗୁପ୍ତଚର, ହନି ଟ୍ରାପ ଲିଙ୍କ !

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଡିଆରଡିଓ ତଥ୍ୟ ଲିକ୍ ସହ ହନି ଟ୍ରାପ୍ ଲିଙ୍କ୍ । ୪କର୍ମଚାରୀ ଗିରଫ ଘଟଣାରେ ନୂଆ ତଥ୍ୟ । ଘଟଣା ସହ ହନି ଟ୍ରାପ ଲିଙ୍କ୍ ଥିବା ସୂଚନା । ଜଣେ ମହିଳାଙ୍କ ସହ ଲିଙ୍କରେ ଥିଲେ ଅଭିଯୁକ୍ତ । ପାକିସ୍ତାନ ଆଇଏସଆଇକୁ ତଥ୍ୟ ଲିକ କରୁଥିଲେ ।

ମହିଳା ଜଣକ ଏକ ପାକିସ୍ତାନୀ ସଂସ୍ଥାର ଏଜେଣ୍ଟ । ତଥ୍ୟ ଲିକ ଘଟଣାରେ ଆଉ ଜଣେ ସଂପୃକ୍ତ । ଅଭିଯୁକ୍ତ ଜଣକ ଡିଆରଡିଓର ଜଣେ ଡ୍ରାଇଭର । ତାଙ୍କୁ ଚାନ୍ଦିପୁର ଥାନାରେ ଅଟକ ରଖି ପଚରାଉଚରା ଚାଲିଛି । ସେପଟେ ଆଜି ୪ ଜଣଙ୍କୁ କୋର୍ଟରେ ହାଜର କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା