Masthead

ଶ୍ରମିକ ଛଟେଇର ପ୍ରତିବାଦ

ସୁକିନ୍ଦା(ବଡ଼ ଖବର ବ୍ୟୁରୋ): ଓଏମସି ବିଜିଆର କ୍ରୋମାଇଟି ଖଣିରେ ୧୨୬ ଶ୍ରମିକ ଛଟେଇ ନେଇ ଉତ୍ତେଜନା । ଯାଜପୁର ଜିଲ୍ଲା ସୁକିନ୍ଦା ଖଣି ଅଂଚଳର ଓଏମସି ମାଇନିଂରେ ଏହି ଘଟଣା ଘଟିଛି । ମାଇନିଂରେ କାମ କରୁଥିବା ୧୨୬ଜଣ ଶ୍ରମିକଙ୍କୁ ବିଜିଆର ଖଣିରୁ ଛଟେଇ କରାଯାଇଥିବା ନେଇ ଉତ୍ତେଜନା ଲାଗିରହିଛି । ବାହାର ରାଜ୍ୟର ୧୦୦ ଶ୍ରମିକଙ୍କୁ ଛଟେଇ ନକରି ସ୍ଥାନୀୟ ଶ୍ରମିକଙ୍କୁ ଛଟେଇ କରାଯାଇଛି । ଛଟେଇ ହୋଇଥିବା ଶ୍ରମିକମାନେ ଆଜି ବିଜିଆର ମାଇନିଂ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ବସିବା ସହ ପ୍ରତିବାଦ କରିଥିଲେ ।

ପ୍ରତିବାଦକୁ ଏସଆରସିକେଏମଏସ ଶମିକ ସଂଘ ପକ୍ଷରୁ ସର୍ମଥନ କରାଯାଇଛି । ଆଗାମୀ ୭ ଦିନରେ ଯଦି ଛଟେଇ ଶ୍ରମିକଙ୍କୁ ପୁନଃ ନିଯୁକ୍ତି ନ ଦିଆଯାଏ ତେବେ ସେମାନେ ଏସଆରସିକେଏମଏସ ଶ୍ରମିକ ସଂଘ ସାମିଲ ହୋଇ ଖଣି ଅଂଚଳରୁ ପରିବହନକୁ ବନ୍ଦ କରିବାକୁ ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ