Masthead

୧୫ ଜିଲ୍ଲା ଉପରେ ନଜର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଗାଣ ବର୍ଷାରେ ଫୁଲୁଛି ସବୁ ନଦୀର ଜଳସ୍ତର । ୨୪ ଘଣ୍ଟିଆ ପାଟ୍ରୋଲିଂ ନିର୍ଦ୍ଦେଶ ଦେଲେ ଏସଆରସି । ଦୁର୍ବଳ ନଦୀ ବନ୍ଧ ଗୁଡ଼ିକରେ ୨୪ ଘଣ୍ଟିଆ ପାଟ୍ରୋଲିଂ ନିର୍ଦ୍ଦେଶ ଦେଇଛନ୍ତି । ସ୍ଥାନୀୟ ପୋଲିସ, ଜଳସମ୍ପଦ ବିଭାଗ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଦରକାର ପଡ଼ିଲେ ତଳିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରିବାକୁ ପରାମର୍ଶ ଦେଇଛନ୍ତି ଏସଆରସି ।

ନିରାପଦ ବିଲ୍ଡିଂରେ ରହିବା ଓ ଖାଇବାର ବ୍ୟବସ୍ଥା କରିବା ପାଇଁ ମଧ୍ୟ କୁହାଯାଇଛି । ସେପଟେ ବର୍ଷାରେ ବେହାଲ ପୁରା ରାଜ୍ୟ । ୧୫ ଜିଲ୍ଲାରେ ସର୍ଚ୍ଚ ଆଣ୍ଡ ରେସ୍କୁ୍ୟ ଅପରେସନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ୮ ଏନଡିଆରଏଫ, ୧୩ ଓଡ୍ରାଫ, ୨୩ ଅତିରିକ୍ତ ଫାୟାର ଟିମ ମୁତୟନ କରଯାଇଛି । ଏସଆରସି କାର୍ଯାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ