Masthead

ଏସଆରସି ସନ୍ଧ୍ୟା ୭ଟାରେ ଦେବେ କୋଭିଡ ସମ୍ପର୍କରେ ଗୁରୁତ୍ଵପୂର୍ଣ୍ଣ ସୂଚନା

ଭୁବନେଶ୍ଵର (ବଡ଼ ଖବର  ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ । ଧିରେଧିରେ ନିୟମ କଡାକଡି କରୁଛନ୍ତି ସରକାର । ନାଇଟ କର୍ଫ୍ୟୁ ଯୋରଦାର ଚାଲିଛି । କରୋନାସ୍ଥିତିକୁ ନେଇ ଆଜି ସନ୍ଧ୍ୟା ୭ଟାରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେବେ ଏସଆରସି ପ୍ରଦୀପ କୁମାର ଜେନା ।

କରୋନା ପାଇଁ ବଡ ନିଷ୍ପତ୍ତି ନେଇ ପାରନ୍ତି ରାଜ୍ୟ ସରକାର । ତେବେ ପୁଣି କରୋନା ପାଇଁ କିଛି କଟକଣା ଜାରି କରିପାରନ୍ତି । ତେବେ କେଉଁ କଟକଣା ଜାରି କରିବେ ସରକାର ତା ଉପରେ ରହିଛି ସମସ୍ତଙ୍କ ନଜର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ