Masthead

ନୂଆ ସଂସଦ ଭବନର ଶ୍ରୀଗଣେଶ, ପୁରୁଣା ସଂସଦ ଭବନ ସମ୍ବିଧାନ ସଦନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ନୂଆ ସଂସଦ ଭବନରେ କାର୍ଯ୍ୟ ଦିବସ ଆରମ୍ଭ ହୋଇଛି । ଏହା ପୂର୍ବରୁ ପୁରୁଣା ସଂସଦ ଭବନରେ ଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ସଂସଦର ସେଣ୍ଟ୍ରାଲ ହଲ ସାମ୍ନାରେ ଫଟୋ ସେସନ ପରେ ପୁରୁଣା ସଂସଦ ଭବନ ସେଣ୍ଟ୍ରାଲ ହଲରେ ସ୍ୱତନ୍ତ୍ର କାର୍ଯକ୍ରମ ଅନୁଷ୍ଠିତ ହୋଇଛି । ଗଣେଶ ଚତୁର୍ଥୀର ଶୁଭେଚ୍ଛା ଜଣାଇବା ସହ କାର୍ଯ୍ୟକ୍ରମକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ।

ଆଜି ନୂଆ ସଂସଦ ଭବନର ଶ୍ରୀ ଗଣେଶ । ଆଜି ଆମେ ବିକଶିକ ଭାରତର ସଂକଳ୍ପକୁ ରିପିଟ କରିବା ଓ ପୁଣିଥରେ ସଂକଳ୍ପ ବଦ୍ଧ ହେବା । ଏବଂ ଏହାକୁ ପରିପୂର୍ଣ୍ଣ କରିବାକୁ ନୂଆ ସଂସଦ ଭବନରେ ପ୍ରସ୍ଥାନ କରିବାକୁ ଯାଉଛୁ ବୋଲି ସମ୍ବୋଧନରେ କହିଛନ୍ତି ପ୍ରଧାନମନ୍ତ୍ରୀ । ଭାରତର ସ୍ୱପ୍ନକୁ ସାକାର କରିବାକୁ ସଦସ୍ୟଙ୍କୁ ଆହ୍ୱାନ କରିଛନ୍ତି ପ୍ରଧାନମନ୍ତ୍ରୀ । ଆଜିଠୁ ପୁରୁଣା ସଂସଦ ଭବନ ସମ୍ବିଧାନ ସଦନ ହେବାକୁ ପରାମର୍ଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା