Masthead

ମାଙ୍କଡ଼ ଖର୍ଚ୍ଚ ଶ୍ରୀଲଙ୍କାକୁ ବଳିଯାଉଛି

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ଆର୍ଥିକ ସଙ୍କଟ ଦେଇ ଗତି କରୁଛି ଶ୍ରୀଲଙ୍କା । ନିଜ ଖର୍ଚ୍ଚକୁ କମ କରିବା ପାଇଁ ବିଭିନ୍ନ ଉପାୟ ଅବଲମ୍ବନ କରୁଛି । ଶ୍ରୀଲଙ୍କା ସରକାର ‘ଟକ୍ ମ୍ୟାକାକ୍’ ମାଙ୍କଡ଼ ଉପରେ ହେଉଥିବା ଖର୍ଚ୍ଚ ହ୍ରାସ ଲାଗି ଚୀନର ସହୋଯୋଗ ଲୋଡ଼ିଛନ୍ତି । ଚୀନକୁ ୧ ଲକ୍ଷ ମାଙ୍କଡ଼ ବିକ୍ରି କରିବା ପାଇଁ ଯୋଜନା କରାଯାଉଛି । ତେବେ ଏହାକୁ ନେଇ ଶ୍ରୀଲଙ୍କା ପରିବେଶବିତ ଆପତ୍ତି ଉଠାଇଛନ୍ତି । ଚୀନ କେଉଁ ଊଦେ୍ଦଶ୍ୟରେ ମାଙ୍କଡ଼ ନେଉଛି ତାହା ଉପରେ ସନେ୍ଦହ ପ୍ରକାଶ କରିଛନ୍ତି । ମାଂସ ପାଇଁ ସେମାନଙ୍କୁ କିଣାଯାଉଥିବା ସନେ୍ଦହ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା