Masthead

ସୌନ୍ଦର୍ଯ୍ୟକରଣ ହେବ ଆନନ୍ଦେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଥିବା ଶ୍ରୀରାମ ମନ୍ଦିର ଓ ହନୁମାନ ମନ୍ଦିର

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲାର ପାଟଣା ନିର୍ବାଚନ ମଣ୍ଡଳୀ ପାଟଣା ବ୍ଲକର ବଡ଼ ପାଟଣା ପଞ୍ଚାୟତରେ ଅବସ୍ଥିତ ଆନନ୍ଦେଶ୍ୱର ମନ୍ଦିର । ମନ୍ଦିରର ଉନ୍ନତି କରଣ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଆଜି ଆନନ୍ଦେଶ୍ୱର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ଥିବା ଶ୍ରୀରାମ ମନ୍ଦିର ଓ ହନୁମାନ ମନ୍ଦିର ଉନ୍ନତିକରଣ କାର୍ଯ୍ୟର ଶୁଭାରମ୍ଭ କରିଥିଲେ ପାଟଣା ବିଧାୟକ ଜଗନ୍ନାଥ ନାଏକ।

ସେ ପ୍ରଥମେ ଆନନ୍ଦେଶ୍ୱର ମହାଦେବଙ୍କ ଦର୍ଶନ କରିବା ସହିତ ଦୁଇଟି ମନ୍ଦିରର ଉନ୍ନତିକରଣ କାର୍ଯ୍ୟର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ପାଟଣା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶିବଶଙ୍କର ମୁର୍ମୁ, ବଡପାଟଣା ଗ୍ରାମପଞ୍ଚାୟତର ସରପଞ୍ଚ ବିନତୀ ବାନରା, ସମିତି ସଭ୍ୟ ମୋହନ ସୁନ୍ଦର ମହାନ୍ତ ପ୍ରମୁଖଙ୍କ ସହିତ ମନ୍ଦିର ପରିଚାଳନା କମିଟିର ସଦସ୍ୟ ଓ ଗ୍ରାମବାସୀ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ