Masthead

ଆସନ୍ତାକାଲି ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି

ପୁରୀ(ବଡ଼ ଖବର ବ୍ୟୁରୋ): ଦୀର୍ଘ ୧ ମାସ କାଳ ବାଦବିବାଦ ଲାଗିରହିବା ପରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଆସନ୍ତାକାଲି କରାଯିବ ଶ୍ରୀଜିଉଙ୍କ ବନକଲାଗି ।

ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ଏହି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସଂନ୍ଧ୍ୟା ୬ଟାରୁ ରାତି ୧୧ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତମହାପାତ୍ର ସେବକ ନିଜ ଜିଦରେ ଅଟଳ ରହିଥିବାରୁ ହୋଇପାରୁନଥିଲା ବନକଲାଗି ନୀତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା